fbpx

ଘାଟି ତଳକୁ ଖସିଲା ମିନି ବସ,୪ ମୃତ

କୋରାପୁଟ, ୧୩।୨ : କୋରାପୁଟ-ଆନ୍ଧ୍ର ସୀମାନ୍ତ ଅନନ୍ତଗିରିରେ ଘାଟି ତଳକୁ ଖସିଛି ମିନି ବସ୍‌ । ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଜଣ ଆହତ ହୋଇଥିବା ଜଣାପଡିଛି ।
ତେବେ ମୃତକଙ୍କ ମଧ୍ୟରେ ୨ ଜଣ ମହିଳା, ଜଣେ ପୁରୁଷ ଓ ଜଣେ ଶିଶୁ ଥିବା ସୂଚନା ମିଳିଛି ।

Get real time updates directly on you device, subscribe now.