fbpx

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୧୫ା୨ (ଓଡିଶା ଭାସ୍କର): ତୈଳ ଦର ବୃଦ୍ଧି ସହ ବିଭିନ୍ନ ପ୍ରସଙ୍ଗରେ ଆଜି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ । କଂଗ୍ରେସ ପକ୍ଷରୁ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦିଆଯାଇଥିବାରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏହାକୁ ସଫଳ କରିବାକୁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି । ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ସରକାର ଆଜି ସ୍କୁଲ ଛୁଟି ଘୋଷଣା କରିଛନ୍ତି ।

Get real time updates directly on you device, subscribe now.