fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୪.୨୮ ଲକ୍ଷ ଛୁଇଁଲା

ନୂଆଦିଲ୍ଲୀ, ୧୭ା୨: କରୋନାର ପ୍ରଭାବ କ୍ରମଶଃ କମିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ୨୪ ଲକ୍ଷ ୨୮ ହଜାର ୨୫୬ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ୮ କୋଟି ୪୮ ଲକ୍ଷ ୩୩ ହଜାର ୧୦୯ ଜଣ ସୁସ୍ଥ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ କୋଟି ୨୦ ହଜାର ୨୪୫କୁ ବୃଦ୍ଧି ପାଇଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.