fbpx

ଭିଜିଲାନ୍ସ ଜାଲରେ ପୂର୍ବତନ ବିଧାୟକ

କଳାହାଣ୍ଡି, ୧୭ା୧(ଓଡ଼ିଶା ଭାସ୍କର): ପୂର୍ବତନ ବିଧାୟକ ଅନାମ ନାୟକଙ୍କ ଘରେ ଆଜି ରେଡ଼୍ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଥିଲା । ତାଙ୍କର ଭବାନୀପାଟଣା ସ୍ଥିତ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି । ଚଢ଼ାଉ ନେଇ ଭିଜିଲାନ୍ସ ଡିଏସପି ସତ୍ୟବାନ ମହାନନ୍ଦ ଏନେଇ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.