fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୪.୮୪ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ, ୨୩ା୨: କରୋନାର ପ୍ରଭାବ କ୍ରମଶଃ କମିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ୨୪ ଲକ୍ଷ ୮୪ ହଜାର ୭୫୦ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ୮ କୋଟି ୭୭ ଲକ୍ଷ ୭୨ ହଜାର ୨୫୩ ଜଣ ସୁସ୍ଥ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ କୋଟି ୨୨ ଲକ୍ଷ ୫୧ ହଜାର ୫୨୫କୁ ବୃଦ୍ଧି ପାଇଛି । ୨ କୋଟି ୧୯ ଲକ୍ଷ ୯୪ ହଜାର ୫୨୨ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.