ଭୁବନେଶ୍ୱର,୨୮।୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୫୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୫୭୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
1 from Boudh
1 from Kalahandi
1 from PuriThe total recovered cases of Odisha now stand at 334571
— H & FW Dept Odisha (@HFWOdisha) February 28, 2021