fbpx

ଟ୍ରାକ୍ଟରକୁ ଧକ୍କା ଦେଲା ବାଇକ୍: ଜଣେ ମୃତ, ଜଣେ ଗୁରୁତର

ଧର୍ମଗଡ଼, ୧ା୩ (ଓଡିଶା ଭାସ୍କର): କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ରେ ଗୋଟିଏ ଟ୍ରାକ୍ଟରକୁ ଏକ ବାଇକ୍ ଧକ୍କା ଦେବା ଫଳରେ ଜଣକର ମୃତ୍ୟୁ ଘଟିଥିବା ଅନ୍ୟ ଜଣେ ଗୁରୁତର ହୋଇଛି । କଲମପୁର-ଜୁନାଗଡ଼ ମୁଖ୍ୟରାସ୍ତାର ବାବୁ କେନ୍ଦୁଗୁଡ଼ା ନିକଟରେ ଏହି ଦୁର୍ଘଟଣା ଘଟିଛି । ଏକ ବିବାହ ଭୋଜିରେ ଯୋଗଦେବାକୁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା ।

Get real time updates directly on you device, subscribe now.