fbpx

ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ନବରଙ୍ଗପୁର, ୧୯ା୧(ଓଡ଼ିଶା ଭାସ୍କର): ଦିନକୁ ଦିନ ଦେଶ ହେଉ କିମ୍ବା ରାଜ୍ୟ ଚାରିଆଡ଼େ ଦୁଷ୍କର୍ମ ସାଙ୍ଗକୁ ହତ୍ୟା ଭଳି ଜଘନ୍ୟ କାଣ୍ଡ ଦେଖିବାକୁ ମିଳୁଛି । ଏହାରି ମଧ୍ୟରେ ନବରଙ୍ଗପୁର ଉମରକୋଟରେ ଏକ ଲଜ୍ଜାକାର ଘଟଣା ସାମ୍ନାକୁ ଆସିଛି । ସେଠାରେ ଏକ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ସୂଚନା ମିଳିଛି । ଏନେଇ ଥାନାରେ ସ୍ୱାମୀଙ୍କ ସହ ୪ଜଣଙ୍କ ବିରୋଧରେ ଏତଲା ରୁଜୁ ହୋଇଥିବା ଜଣାପଡ଼ିଛି । ଏହି ଏତଲା ଭିତ୍ତିରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

Get real time updates directly on you device, subscribe now.