fbpx

୧୧ ଜିଲ୍ଲା ସାବଧାନ୍! ୩ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା

ଭୁବନେଶ୍ୱର,୧୨ ।୩(ଓଡିଶା ଭାସ୍କର): ରାଜ୍ୟରେ ବଜ୍ରପାତ ସହ ଘଡଘଡି ହେବାର ସମ୍ଭାବନା ରହିଛି । ଏନେଇ ୧୧ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୧୧ଟି ଜିଲ୍ଲା ଯଥା- କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଅନୁଗୁଳ, ନୂଆପଡା, କନ୍ଧମାଳ, ଗଞ୍ଜାମ, ଗଜପତି, ଝାରସୁଗୁଡା, ଦେବଗଡ, ସମ୍ବଲପୁରରେ ବର୍ଷା ହେବାର ଆଶଙ୍କା ରହିଛି । ଆସନ୍ତା ୩ ଘଣ୍ଟା ପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏନେଇ ପଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.