fbpx

ଚକାଡୋଳା ବସ୍ ଓଲଟି ୨୦ ଯାତ୍ରୀ ଗୁରୁତର

ସୋର , 14/3 : ଏକ ଦୁଃଖଦ ଘଟଣା କ୍ରମେ ସୋରରେ ଯାତ୍ରୀବାହୀ ଘରୋଇ ବସ୍ ଓଲଟି ୨୦ ଯାତ୍ରୀ ଗୁରୁତର ହୋଇଥିବାର ସୂଚନା ମିଳିଛି । ସୋର ଥାନା ଛକ ନିକଟରେ ଚକାଡୋଳା ବସ ଓଲଟି ପଡିଛି । ଓଭରଟେକ୍ କରିବାକୁ ଯାଇ ଭାରସାମ୍ୟ ହରାଇ ଓଲଟି ପଡିଲା ଚକାଡୋଳା ବସ୍ । ବସ୍ ରେ ପ୍ରାୟେ ଷାଠିଏ ଜଣ ଯାତ୍ରୀ ଥିବାର ସୂଚନା ମିଲିଛି ।

Get real time updates directly on you device, subscribe now.