fbpx

ନିଜର ୩ ଛୁଆଙ୍କୁ ବିଷ ଦେଇ ନିଜେ ବିଷ ପିଇଲା ମା

ଭୁବନେଶ୍ୱର , ୨୮ା୩ (ଓଡିଶା ଭାସ୍କର): ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳରେ ଏକ ଅଭାବନୀୟ ଘଟଣା ଘଟିଛି । ନିଜର ୩ ଛୁଆଙ୍କୁ ବିଷ ଦେଇ ନିଜେ ବିଷ ପିଇଲା ଆତ୍ମହତ୍ୟା ଉଦ୍ୟମ କରିଛି ମା । ସେମାନଙ୍କୁ ସଙ୍କଟାପନ୍ନ ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ୩ ପିଲାଙ୍କ ମଧ୍ୟରୁ ଦୁଇ ଜଣ ମୃତ ହୋଇଥିଲା ବେଳେ ଆଉ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ମାଆକୁ ଗୁରୁତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।

Get real time updates directly on you device, subscribe now.