fbpx

କାଲି ସକାଳ ସୁଦ୍ଧା ୫ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର୨୮ା୩ (ଓଡିଶା ଭାସ୍କର) ,କାଲି ସକାଳ ସୁଦ୍ଧା ୫ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ଆଶଙ୍କା କରାଯାଉଛି ।ଏହାସହ ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ଅଛି । ଏଥିପାଇଁ ୫ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୫ ଜିଲ୍ଲା ହେଲା -ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା।

Get real time updates directly on you device, subscribe now.