fbpx

ପରଲୋକରେ ଜଗନ୍ନାଥ ରାଉତ

ଭୁବନେଶ୍ୱର, ୨୪ା୧(ଓଡ଼ିଶା ଭାସ୍କର): ପୂର୍ବତନ ଶିଳ୍ପ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କ ପରଲୋକ ଘଟିଛି । ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିବା ସୂଚନା ମିଳିଛି । ୭୭ବର୍ଷ ବୟସରେ ହୃଦଘାତରେ ତାଙ୍କର ପରଲୋକ ଘଟିଛି ।

Get real time updates directly on you device, subscribe now.