ଭୁବନେଶ୍ୱର, ୧୨ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି ୧୭୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୦୧୫ ଓ ସ୍ଥାନୀୟ ଅଞ୍ଚଳରୁ ୭୨୬ ଜଣ ଚିହ୍ନଟ ହୋଇଛନ୍ତି । ଆଜି କରୋନାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୨୮କୁ ବୃଦ୍ଧି ପାଇଛି । ମୃତକଦ୍ୱୟ ନୂଆପଡ଼ା ଜିଲ୍ଲାର ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 11th April
New Positive Cases: 1741
In quarantine: 1015
Local contacts: 726(Details of local contacts will be shared by concerned Dist Administration)
District Wise Cases:
1. Angul: 43
2. Balasore: 158
3. Bargarh: 97
4. Bhadrak: 11
5. Balangir: 93— I & PR Department, Odisha (@IPR_Odisha) April 12, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୧ ହଜାର ୩୦୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୪୦ ହଜାର ୬୨ ରହିଥିବା ବେଳେ ୯୨୫୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Mayurbhanj: 39
23. Nawarangpur: 80
24. Nayagarh: 7
25. Nuapada: 96
26. Puri: 54
27. Rayagada: 35
28. Sambalpur: 121
29. Sonepur: 13
30. Sundargarh: 268
31. State Pool: 46New recoveries: 459
Cumulative tested: 9400456
Positive: 351302
Recovered: 340062
Active cases: 9259— I & PR Department, Odisha (@IPR_Odisha) April 12, 2021