fbpx

ଭୟଙ୍କର ପରିସ୍ଥିତି: କାଲି ସକାଳ ସୁଦ୍ଧା ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, ୧୬ା୫ (ଓଡିଶା ଭାସ୍କର): ରାଜ୍ୟର ବିଭିନ୍ନ ଅଞ୍ଚଳରେ ଝଡ଼ବର୍ଷା ସହ ବଜ୍ରପାତ ଆଶଙ୍କା କରାଯାଉଛି । ତେଣୁ କାଲି ସକାଳ ସୁଦ୍ଧା ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କେନ୍ଦୁଝର, ନବରଙ୍ଗପୁର, ସୁନ୍ଦରଗଡ଼ ଓ ମୟୁରଭଞ୍ଜ ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି । ତେଣୁ ପାଣିପାଗ ବିଭାଗ ପକ୍ଷରୁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଦିଆଯାଇଥିବା ଜଣାପଡ଼ିଛି ।

Get real time updates directly on you device, subscribe now.