fbpx

ଓଡିଶାରେ ଆଜି ୭,୧୮୮ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ଏବେ ଆଗ ଅପେକ୍ଷା ହ୍ରାସ ପାଇଛି । ଗତ ୨୪ ଘଣ୍ଟା ରାଜ୍ୟରେ ୭ ହଜାର ୧୮୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪ ହଜାର ୦୨୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩ ହଜାର ୧୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୪୭,୧୪୩କୁ ବୃଦ୍ଧି ପାଇଛି ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୧ଶହ ୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୬୯୦, ଅନୁଗୋଳରୁ ୫୧୫, ପୁରୀରୁ ୪୫୭, ଯାଜପୁରରୁ ୪୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.