ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ପୁଣି ୮ ହଜାର ୮୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୯୪୮ ଓ ସ୍ଥାନୀୟ ଅଞ୍ଚଳରୁ ୩୮୯୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଳକ୍ଷ ୯୦ ହଜାର ୯୭୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସର୍ମ୍ପକ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୭୬୯, ମୟୂରଭଞ୍ଜରୁ ୫୮୩, ଢେଙ୍କାନାଳରୁ ୫୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।
6. Boudh: 179
7. Cuttack: 769
8. Deogarh: 84
9. Dhenkanal: 510
10. Gajapati: 52
11. Ganjam: 196
12. Jagatsinghpur: 317
13. Jajpur: 493
14. Jharsuguda: 121
15. Kalahandi: 145
16. Kandhamal: 58
17. Kendrapada: 302
18. Keonjhar: 188
19. Khurda: 1235
20. Koraput: 99— I & PR Department, Odisha (@IPR_Odisha) June 3, 2021
New recoveries: 10594
Cumulative tested: 11972226
Positive: 790970
Recovered: 702621
Active cases: 85423— I & PR Department, Odisha (@IPR_Odisha) June 3, 2021