fbpx

କର୍ଣ୍ଣାଟକରେ ଜୁନ୍ ୧୪ ପର୍ଯ୍ୟନ୍ତ ଲକଡାଉନ ବୃଦ୍ଧି

ବେଙ୍ଗାଲୁରୁ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦ୍ୟୁରପ୍ପା ରାଜ୍ୟରେ ରାଜ୍ୟରେ ଲକଡାଉନକୁ ଜୁନ୍ ୧୪ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। କରୋନା ସଂକ୍ରମଣକୁ ରୋକିବା ପାଇଁ ଗୁରୁବାର ଏହି ନିଷ୍ପତ୍ତି ନିଆଯାଇଛି। ନିକଟରେ ସରକାର ମେ ୨୪ ରୁ ଜୁନ୍ ୭ ପର୍ଯ୍ୟନ୍ତ ପ୍ରତିବନ୍ଧକ ଲଗାଇବାକୁ ଘୋଷଣା କରିଥିଲେ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୩୮୭ ଟି ନୂଆ କରୋନା ମାମଲା ରୁଜୁ ହୋଇଛି। ଏପର୍ଯ୍ୟନ୍ତ ଏହି ଭୂତାଣୁ ଯୋଗୁଁ ୩୦ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି।

Get real time updates directly on you device, subscribe now.