fbpx

ହାଇକୋର୍ଟ ବିଚାରପତି ହେବେ ସଞ୍ଜୀବ ପାଣିଗ୍ରାହୀ

କଟକ, ୭ା୨(ଓଡ଼ିଶା ଭାସ୍କର): ହାଇକୋର୍ଟ ବିଚାରପତି ହେବେ ଆଇନଜୀବୀ ସଞ୍ଜୀବ ପାଣିଗ୍ରାହୀ । ସଞ୍ଜୀବ ପାଣିଗ୍ରାହୀଙ୍କୁ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସଞ୍ଜୀବଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସଞ୍ଜୀବ ବର୍ତ୍ତମାନ ସୁପ୍ରିମକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟରତ ଅଛନ୍ତି । ସଞ୍ଜୀବ ପାଣିଗ୍ରାହୀଙ୍କ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟ ବିଚାରପତି ସଂଖ୍ୟା ୧୫କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.