fbpx

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୯ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଆଜି ସକାଳ ଠାରୁ ୬ ତାରିଖ ସକାଳ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କନ୍ଧମାଳ , ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ଗୋଟିଏ ୨ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ ୨ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଏ ନେଇ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

Get real time updates directly on you device, subscribe now.