fbpx

ବିଶ୍ୱେଶ୍ୱର ଟୁଡୁଙ୍କୁ ଆଦିବାସୀ ବ୍ୟାପାର ଓ ଜଳ ଶକ୍ତି ବିଭାଗ

ନୂଆଦିଲ୍ଲୀ : କେନ୍ଦ୍ର କ୍ୟାବିନେଟ ସଂପ୍ରସାରଣରେ ମୟୁରଭଞ୍ଜ ସାଂସଦ ବିଶ୍ୱେଶ୍ୱର ଟୁଡୁଙ୍କୁ ମିଳିଛି ଆଦିବାସୀ ବ୍ୟାପାର ଓ ଜଳଶକ୍ତି ବିଭାଗ । ପ୍ରଥମ ଥର ସାଂସଦ ହୋଇଥିବା ଟୁଡୁଙ୍କୁ ଏହି ଦୁଇ ବିଭାଗର ରାଷ୍ଟ୍ର ମନ୍ତ୍ରୀ ଦାୟିତ୍ୱ ପ୍ରଦାନ କରାଯାଇଛି । ଏହା ପୂର୍ବରୁ କ୍ୟାବିନେଟ ମନ୍ତ୍ରୀ ଭାବରେ ସ୍ଥାନ ପାଇଥିବା ଅଶ୍ୱିନୀ ବୈଷ୍ଣବଙ୍କୁ ରେଳବାଇ ଓ ଆଇଟି ବିଭାଗ ପ୍ରଦାନ କରାଯାଇଥିଲା । ଅନ୍ୟତମ ଓଡିଆ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରଣାଳୟ ପ୍ରଦାନ କରାଯାଇଛି ।

Get real time updates directly on you device, subscribe now.