fbpx

ଖୁସି ଖବର: ଓଡ଼ିଶାରୁ ଆଜି ୨ ହଜାର ୯୩୭ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୨ ହଜାର ୯୩୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୯ ଲକ୍ଷ ୧୫ ହଜାର ୪୦୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୫୨ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୪୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.