ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ଗତ ପାଞ୍ଚଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତକାଲି ସଂକ୍ରମଣ ୨ ଉପରକୁ ଟପିଥିବା ବେଳେ ଆଜି ପୁଣି ତଳକୁ ଖସିଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୯୪୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୨୦ ଓ ସ୍ଥାନୀୟ ଅଞ୍ଚଳରୁ ୮୨୮ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୧ ହଜାର ୯୩୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୩୬ ହଜାର ୯୫୦ ରହିଥିବା ବେଳେ ୧୯ ହଜାର ୬୨୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୮୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
6. Boudh: 4
7. Cuttack: 279
8. Deogarh: 5
9. Dhenkanal: 34
10. Gajapati: 4
11. Ganjam: 6
12. Jagatsinghpur: 113
13. Jajpur: 115
14. Jharsuguda: 6
15. Kalahandi: 4
16. Kandhamal: 19
17. Kendrapada: 112
18. Keonjhar: 21
19. Khurda: 480
20. Koraput: 7
21. Malkangiri: 24— I & PR Department, Odisha (@IPR_Odisha) July 22, 2021
22. Mayurbhanj: 66
23. Nawarangpur: 9
24. Nayagarh: 88
25. Nuapada: 2
26. Puri: 83
27. Rayagada: 18
28. Sambalpur: 25
29. Sonepur: 12
30. Sundargarh: 47
31. State Pool: 99New recoveries: 1943
Cumulative tested: 15357771
Positive: 961934
Recovered: 936950
Active cases: 19623— I & PR Department, Odisha (@IPR_Odisha) July 22, 2021