fbpx

୫ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି

ଭୁବନେଶ୍ୱର, ୧୭ା୨(ଓଡ଼ିଶା ଭାସ୍କର): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱ ପୂର୍ଣ୍ଣ ବୈଠକ ହୋଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟନଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ହୋଇଥିଲା । ସେହି ବୈଠକରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ହୋଇଛି । ସାଧାରଣ ପ୍ରଶାସନ ବିଭାଗର ୨ଟି ପ୍ରସ୍ତାବକୁ ଅନୁମୋଦନ ହୋଇଛି । ଏହାସହ ପୂର୍ତ୍ତ ଓ ଉଚ୍ଚଶିକ୍ଷା ବିଭାଗର ଗୋଟିଏ ଲେଖାଏଁ ପ୍ରସ୍ତାବକୁ ମଞ୍ଜୁରି ମିଳିଛି । ଏସସି/ଏସଟି ବିଭାଗର ଗୋଟିଏ ପ୍ରସ୍ତାବରେ ବି କ୍ୟାବିନେଟ ମୋହର ବାଜିିଥିବା ସୂଚନା ରହିଛି ।

Get real time updates directly on you device, subscribe now.