fbpx

ଶ୍ରୀମନ୍ଦିର ପାଇଁ ନିଯୁକ୍ତ ହେବେ ପୂର୍ଣ୍ଣକାଳୀନ ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର, ୧୮ା୨(ଓଡ଼ିଶା ଭାସ୍କର): ଶ୍ରୀମନ୍ଦିରରେ ପୂର୍ଣ୍ଣକାଳୀନ ମୁଖ୍ୟ ପ୍ରଶାସକ ନିଯୁକ୍ତ ହେବେ । ବିଧାନସଭାରେ ଲିଖିତ ପ୍ରଶ୍ନରେ ଏହିପରି ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ । ସେ କହିଛନ୍ତି ଯେ ସାଧାରଣ ପ୍ରଶାସନ ବିଭାଗ ଦ୍ୱାରା ପଦକ୍ଷେପ ନିଆଯାଉଛି । ପୁରୀରେ ନୂତନ ଆରଡିସି ଅଫିସ ପ୍ରତିଷ୍ଠା ନେଇ ପଦକ୍ଷେପ ନିଆଯିବ । ଉଲ୍ଲେଖଯୋଗ୍ୟ ଯେ ପୂର୍ଣ୍ଣକାଳୀନ ମୁଖ୍ୟ ପ୍ରଶାସକ ନିଯୁକ୍ତ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଥିଲା ।

Get real time updates directly on you device, subscribe now.