fbpx

ପୁରୀ ଶିଳ୍ପ ଉନ୍ନୟନ ଅଧିକାରୀ IPOଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ପୁରୀ, (ଓଡିଶା ଭାସ୍କର): ଭିଜିଲାନ୍ସ ଜାଲରେ ଶିଳ୍ପ ଉନ୍ନୟନ ଅଧିକାରୀ । ପୁରୀ ଜିଲ୍ଲା ଶିଳ୍ପ କେନ୍ଦ୍ରର ଉନ୍ନୟନ ଅଧିକାରୀ ବା ଆଇପିଓ ସୀତାରାମ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସୀତାରାମଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଥିବା ଜଣାପଡିଛି । ପୁରୀ, ଭୁବନେଶ୍ୱର ଓ ନୟାଗଡ଼ର ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସର ସ୍ୱତନ୍ତ୍ର ଟିମ୍ ।

Get real time updates directly on you device, subscribe now.