fbpx

ଲୋକୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲୋକୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଲୋକୟୁକ୍ତଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ ଆବେଦନ କରିଛନ୍ତି । ସୁପ୍ରିମକୋର୍ଟରେ ଲୋକାୟୁକ୍ତ ଜାଲ୍ ଡକ୍ୟୁମେଣ୍ଟ ଦେଇଥିବା ଅଭିଯୋଗ ଅଣାଯାଇଛି । ପ୍ରଦୀପଙ୍କ ପକ୍ଷରୁ କୋର୍ଟରେ ଲଢ଼ୁଛନ୍ତି ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ।

Get real time updates directly on you device, subscribe now.