fbpx

ଷ୍ଟାର ଦମ୍ପତ୍ତିଙ୍କ ମାମଲା: ଅନୁଭବଙ୍କ ଆବେଦନର ଅନ୍ତ ଘଟାଇଲେ ହାଇକୋର୍ଟ

କଟକ(ଓଡ଼ିଶା ଭାସ୍କର): କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶନୀଙ୍କ ପାରିବାରିକ ବିବାଦ ମାମଲାରେ ଆସିଛି ନୂଆ ମୋଡ । ଏହି ମାମଲାରେ ଅନୁଭବ ମହାନ୍ତିଙ୍କ ଆବେଦନର ଅନ୍ତ ଘଟାଇଛନ୍ତି ହାଇକୋର୍ଟ । ତ୍ୱରିତ ଶୁଣାଣି ନିର୍ଦ୍ଦେଶ ପାଇଁ ଅନୁଭବ ଆବେଦନ କରିଥିଲେ । ପାରିବାରିକ ଅଦାଲତରେ ବିଚାର ଆରମ୍ଭ ହୋଇଥିବାରୁ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ ।

Get real time updates directly on you device, subscribe now.