ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୬୩୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୬୭ ଓ ସ୍ଥାନୀୟ ଅଞ୍ଚଳରୁ ୨୭୧ ଜଣ ଚିହ୍ନଟ ହେବା ସହ ୧୧୦ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭ ହଜାର ୭୫୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୯୨ ହଜାର ୪୭୩ ରହିଥିବା ବେଳେ ୭ ହଜାର ୨୫୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 30th August
New Positive Cases: 638
Of which 0-18 years: 110
In quarantine: 367
Local contacts: 271(Details of local contacts will be shared by concerned Dist Administration)
District Wise Cases:
1. Angul: 16
2. Balasore: 23
3. Bargarh: 6— I & PR Department, Odisha (@IPR_Odisha) August 31, 2021
21. Nayagarh: 7
22. Nuapada: 2
23. Puri: 21
24. Rayagada: 7
25. Sambalpur: 7
26. Sundargarh: 19
27. State Pool: 57New recoveries: 843
Cumulative tested: 18069632
Positive: 1007750
Recovered: 992473
Active cases: 7255— I & PR Department, Odisha (@IPR_Odisha) August 31, 2021