fbpx

ମୌସୁମୀ ଅଧିବେଶନ ଆରମ୍ଭରୁ ହୋହଲ୍ଲା, ୧୨ଟା ୩୪ ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଆଧିବେଶନ । କିନ୍ତୁ ଅଧିବେଶନର ଆରମ୍ଭରୁ ହୋହଲ୍ଲା ଦେଖିବାକୁ ମିଳିଛି । ଗୃହର ମଧ୍ୟଭାଗକୁ ଆସି କଂଗ୍ରେସ ସଦସ୍ୟ ହୋହଲ୍ଲା କରିଥିଲେ । ପ୍ରଶ୍ନକାଳ ବାତିଲ କରି ମରୁଡ଼ି ଆଲୋଚନା ଦାବିରେ ହଟ୍ଟଗୋଳ ଆରମ୍ଭ ହୋଇଥିଲା । ଫଳରେ ଦିନ ୧୨ଟା ୩୪ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

Get real time updates directly on you device, subscribe now.