fbpx

୨୪ରୁ ହାଲକା ବର୍ଷା

ଭୁବନେଶ୍ୱର,୨୧ ।୨(ଓଡିଶା ଭାସ୍କର): ଆସନ୍ତା ୨୪ ତାରିଖରୁ ରାଜ୍ୟରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓ ଦକ୍ଷିଣ ଓଡିଶାରେ ଦୁଇ ଦିନ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ଅଧିକ ବର୍ଷା ହୋଇପାରେ । ୨୫ ତାରିଖରେ ଭୁବନେଶ୍ୱରରେ ବର୍ଷା ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.