ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୬୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୬୮ ଓ ସ୍ଥାନୀୟ ଅଞ୍ଚଳରୁ ୨୬୨ ଜଣ ଚିହ୍ନଟ ହେବା ସହ ୧୧୬ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୭୧୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦,୦୦,୫୪୮ ରହିଥିବା ବେଳେ ୭ ହଜାର ୨୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 10th September
New Positive Cases: 630
Of which 0-18 years: 116
In quarantine: 368
Local contacts: 262(Details of local contacts will be shared by concerned Dist Administration)
District Wise Cases:
1. Angul: 5
2. Balasore: 23
3. Bargarh: 4
4. Bhadrak: 10— I & PR Department, Odisha (@IPR_Odisha) September 11, 2021
22. Mayurbhanj: 20
23. Nawarangpur: 2
24. Nayagarh: 17
25. Nuapada: 1
26. Puri: 16
27. Rayagada: 7
28. Sambalpur: 13
29. Sundargarh: 22
30. State Pool: 53New recoveries: 689
Cumulative tested: 18793997
Positive: 1015713
Recovered: 1000548
Active cases: 7020— I & PR Department, Odisha (@IPR_Odisha) September 11, 2021