fbpx

ବହୁ ଚର୍ଚ୍ଚିତ ତୁଷାର ସାହୁ ମୃତ୍ୟୁ ମାମଲା: ୨ ଗିରଫ

କଟକ(ଓଡ଼ିଶା ଭାସ୍କର): ବହୁ ଚର୍ଚ୍ଚିତ ଖ୍ରୀଷ୍ଟ କଲେଜ ଛାତ୍ର ତୁଷାରକାନ୍ତ ସାହୁ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମନାକୁ ଆସିଛି । ଏହି ମାମଲାରେ ୨ ଜଣଙ୍କୁ ଗିରଫ କରିଛି ଜଗତପୁର ଥାନା ପୋଲିସ୍ । ଏହି ମାମଲାରେ ଦିବ୍ୟରଞ୍ଜନ ବେହେରା ଓ କୌଶଲ ପ୍ରଧାନଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୫ ତାରିଖରେ ତୁଷାରଙ୍କ ମୃତଦେହ ଯୋବ୍ରା ବ୍ୟାରେଜରୁ ମିଳିଥିଲା । ପରିବାରବର୍ଗ ତରଫରୁ ହତ୍ୟା ଅଭିଯୋଗ ହୋଇଥିଲା ।

Get real time updates directly on you device, subscribe now.