fbpx

ଆଜି ରେଢ଼ାଖୋଲ ଗସ୍ତ କରିବେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜି ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରେଢ଼ାଖୋଲ ଗସ୍ତ କରିବେ । ସନ୍ଥ କବି ଭୀମ ଭୋଇ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଏହି ପରିପ୍ରେକ୍ଷୀରେ ରେଢ଼ାଖୋଲ ଜନସାଧାରଣଙ୍କ ପକ୍ଷରୁ ଆୟୋଜିତ ହୋଇଥିବା ସମ୍ବର୍ନ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହାପରେ ଅନୁଗୁଳ ଜିଲ୍ଲାର ବାମୁର ଯିବେ ଶିକ୍ଷାମନ୍ତ୍ରୀ । ବାମୁର ଗସ୍ତ କରିବା ପରେ ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ।

Get real time updates directly on you device, subscribe now.