fbpx

ବିଧବାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ!

ସୁନ୍ଦରଗଡ଼ ତଳସରାରେ ବିଧବା ମହିଳାଙ୍କ ଉଲଗ୍ନ ମୃତଦେହ ଉଦ୍ଧାର । ଦୁଷ୍କର୍ମ ପରେ ଦୁର୍ବୁତ୍ତ ହତ୍ୟା କରି ଡମକୁଡା ନଦୀରେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି । ତେବେ ଘଟଣାରେ ଜଣେ ସନ୍ଦିଗ୍ଧ ଯୁବକଙ୍କୁ ଅଟକ ରଖି ତଳସରା ପୋଲିସର ତଦନ୍ତ ଜାରି ରଖିଛି ।

Get real time updates directly on you device, subscribe now.