fbpx

ଜଳିଗଲା ୧୧ ବଖରା, ସର୍ଟସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ

ଆନନ୍ଦପୁର(ଓଡ଼ିଶା ଭାସ୍କର): ବିଦ୍ୟୁତ୍ ସର୍ଟ ସର୍କିଟ ଯୋଗୁଁ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଫଳରେ ୧୧ ବଖରା ଜଳି ପାଉଁଶ ହୋଇଯାଇଛି । ହାଟଡିହି ବ୍ଲକ୍ ପନ୍ଦାଡୋ ଗାଁରେ ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି । ଏଥିରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଗୋଟିଏ ପରିବାର । ତେବେ ଅଗ୍ନିଶମ ବାହିନୀ ଦ୍ୱାରା ନିଆଁକୁ ଆୟତ୍ତ କରାଯାଇଛି ।

Get real time updates directly on you device, subscribe now.