fbpx

ପୁରୀ ବେଳାଭୂମିରେ ଭାସିଗଲେ ୩ ପର୍ଯ୍ୟଟକ, ୨ ଉଦ୍ଧାର

ପୁରୀ: ଭାସିଗଲେ ୩ ପର୍ଯ୍ୟଟକ । ଏଭଳି ଏକ ଅଭାବନୀୟ ଘଟଣା ପୁରୀ ବେଳାଭୂମିରେ ଘଟିଛି । ଭାସିଯାଇଥିବା ୩ ପର୍ଯ୍ୟଟକଙ୍କ ମଧ୍ୟରୁ ୨ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣେ ଏବେବି ନିଖୋଜ ଅଛନ୍ତି । ଉଦ୍ଧାର ହୋଇଥିବା ୨ ପର୍ଯ୍ୟଟକଙ୍କ ଅବସ୍ଥା ଗୁରୁତର ରହିଛି ଉଭୟଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ ନିଖୋଜ ଥିବା ପର୍ଯ୍ୟଟକଙ୍କୁ ଖୋଜିବା ପାଇଁ ପ୍ରଶାସନ ପ୍ରୟାସ ଜାରି ରଖିଛି ।

Get real time updates directly on you device, subscribe now.