fbpx

ପୂବର୍ତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଅସୁସ୍ଥ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଅସୁସ୍ଥ । ଅସୁସ୍ଥ ହେବା ପରେ ଏମ୍ସରେ ଭର୍ତ୍ତି କରାଯାଇଛି । ବୁଧବାର ସନ୍ଧ୍ୟା ୬ଟା ୧୫ ମିନିଟରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁଯାୟୀ, ଗତ ଦୁଇ ଦିନ ଧରି ସେ ହାଲୁକା ଜ୍ୱରରେ ପୀଡିତ ଅଛନ୍ତି ଏବଂ ବୁଧବାର ହଠାତ୍ ତାଙ୍କୁ ଶ୍ୱାସକ୍ରିୟାରେ ଅସୁବିଧା ହୋଇଥିଲା । ଫଳରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ନେଇ ସୂଚନା ।

Get real time updates directly on you device, subscribe now.