fbpx

ଲିଙ୍ଗରାଜ ମନ୍ଦିରରେ ଶାହା

ଭୁବନେଶ୍ୱର, ୨୯ା୨(ଓଡ଼ିଶା ଭାସ୍କର): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତର ଆଜି ଶେଷ ଦିନ । ଦ୍ୱିତୀୟ ଦିନରେ ଆଜି ସେ ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ମନ୍ଦିରରେ ପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ପୁରୀ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୁରତିଙ୍କୁ ଦର୍ଶନ ସାରି ଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି । ଲିଙ୍ଗରାଜ ମନ୍ଦିରରେ ଶାହା ପୂଜାର୍ଚ୍ଚନା କରିଛନ୍ତି । ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ପ୍ରହ୍ଲାଦ ସିଂ ପଟେଲ ଓ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ମଧ୍ୟ ଦର୍ଶନ କରିଛନ୍ତି । ଏହାପରେ ଶାହା ଦିଲ୍ଲୀ ଫେରିଯିିବେ ବୋଲି ସୂଚନା ମିଳିଛି ।

Get real time updates directly on you device, subscribe now.