fbpx

‘ଉନ୍ନତି ଭବନ’କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ ।୨(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରର ସତ୍ୟନଗରରେ ଆଜି ‘ଉନ୍ନତି ଭବନ’ ଉଦଘାଟିତ ହୋଇଯାଇଛି । ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ୱାରା ନିର୍ମିତ ହୋଇଛି ଉନ୍ନତି ଭବନ । ଏହି ଅବସରରେ ଜାଗା ମିସନକୁ ମଧ୍ୟ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଓଏମଏଏସର ୨୮ ଓ ଓଏମପିଏସର ୧୨ ଜଣ ଅଧିକାରୀଙ୍କୁ ନିଯୁକ୍ତପତ୍ର ପ୍ରଦାନ କରିଛନ୍ତି ।

Get real time updates directly on you device, subscribe now.