fbpx

୨୪ ରେ ହେବ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ଶିଳାନ୍ୟାସ

ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ ନେଇ ହେବ ଭୂମିପୂଜନ ଯଜ୍ଞ । ୨୧ରୁ ଆରମ୍ଭ ହୋଇ ୨୪ରେ ପୂର୍ଣ୍ଣାହୁତି ସରିବା ନେଇ କାର୍ଯ୍ୟକ୍ରମ ପ୍ରସ୍ତୁତ ହୋଇଛି । ୨୪ରେ ପୂର୍ଣ୍ଣାହୁତିରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମିଟିଂରେ କାର୍ଯ୍ୟକ୍ରମ ଚୂଡ଼ାନ୍ତ କରାଯାଇଛି ।

Get real time updates directly on you device, subscribe now.