fbpx

୨ ଦିନ ପାଇଁ ରାତି ୧୧ ଯାଏଁ ଖୋଲା ଶ୍ରୀମନ୍ଦିର; କାର୍ତ୍ତିକ ପୂର୍ଣ୍ଣିମାରେ ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ନେଇ ଜାରି ହେଲା ନୂଆ ମାର୍ଗଦର୍ଶିକା । ଆଜି ବୁଧବାର ଏବଂ ଗୁରୁବାର ରାତି ୧୧ଟା ପର୍ଯ୍ୟନ୍ତ ଖୋଲା ରହିବ ଶ୍ରୀମନ୍ଦିର । ସକାଳ ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଖୋଲା ରହିବ ଶ୍ରୀମନ୍ଦିର । ପଞ୍ଚୁକରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦୃଷ୍ଟିରୁ ବଢ଼ିଲା ଦର୍ଶନ ଅବଧି । ତେବେ ୧୯ ତାରିଖ କାର୍ତ୍ତିକ ପୂର୍ଣ୍ଣିମା ଦିନ ବନ୍ଦ ରହିବ ଶ୍ରୀମନ୍ଦିର । ସାଧାରଣ ଦର୍ଶନାର୍ଥୀଙ୍କ ପାଇଁ କାର୍ତ୍ତିକ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିର ବନ୍ଦ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ହୋଇଛି ନିଷ୍ପତ୍ତି ।

Get real time updates directly on you device, subscribe now.