fbpx

ମୁଖ୍ୟ କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସୁବର୍ଣ୍ଣପୁର(ଓଡ଼ିଶା ଭାସ୍କର): ସୁବର୍ଣ୍ଣପୁର ଉପଜିଲ୍ଲାପାଳ ଅଫିସର ମୁଖ୍ୟ କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ମୁଖ୍ୟ କିରାଣି ରମେଶ କୁମାର ନାଗଙ୍କ ଘର ସମେତ ୩ଟି ସ୍ଥାନରେ ରେଡ୍ ହୋଇଥିବା ସୂଚନା ମିଳିଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ରମେଶଙ୍କ ବଲାଙ୍ଗିର ଶନ୍ତିପଡ଼ା ପଡ଼ା ଘରା, ତାଲପାଲିପଡ଼ାର ପୈତୃକ ଘରେ ରେଡ୍ ହୋଇଛି । ସୁବର୍ଣ୍ଣପୁର କାର୍ଯ୍ୟାଳୟରେ ମଧ୍ୟ ଭିଜିଲାନ୍ସ ଟିମର ରେଡ୍ ଜାରି ରହିଛି ।

Get real time updates directly on you device, subscribe now.