fbpx

+୩ ପ୍ରଥମ ବର୍ଷ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଯୁକ୍ତ ୩ ପ୍ରଥମ ବର୍ଷ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୨୧-୧୧ ବର୍ଷ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ପ୍ରକାଶ ପାଇଛି । ୨୩ରୁ ୨୮ ଯାଏଁ ସାମସ୍ ପୋର୍ଟାଲରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । ଡିସେମ୍ବର ୩ରେ ପ୍ରଥମ, ୧୦ରେ ଦ୍ୱିତୀୟ ମେଧା ତାଲିକା ପ୍ରକାଶ ପାଇଛି । ପ୍ରଥମ ମେଧା ତାଲିକା ପାଇଁ ଡିସେମ୍ବର ୪ରୁ ୭ ତାରିଖ ଯାଏଁ ନାମଲେଖା ଚାଲିବ ବୋଲି ବିଜ୍ଞପ୍ତିରେ ପ୍ରକାଶ ପାଇଛି ।

Get real time updates directly on you device, subscribe now.