fbpx

ଆଜି +୨ ଅଫଲାଇନ୍ ପରୀକ୍ଷା ରେଜଲ୍ଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଯୁକ୍ତ ୨ ଅଫଲାଇନ୍ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବାକୁ ଯାଉଛି । ସନ୍ଧ୍ୟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ CHSE  ପକ୍ଷରୁ ସୂଚନା ଦିଆଯାଇଛି । ଛାତ୍ରଛାତ୍ରୀମାନେ http://www.orissaresults.nic.inୱେବସାଇଟରେ ନିଜର ରେଜଲ୍ଟ ଦେଖିପାରିବେ । ତେବେ ଅକ୍ଟୋବର ୧ରୁ ୧୧ ତାରିଖ ଯାଏଁ ପରୀକ୍ଷା ହୋଇଥିଲା । ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଇଥିଲେ । ୧୩,୦୪୩ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଆବେଦନ କରିଥିଲେ ।

Get real time updates directly on you device, subscribe now.