fbpx

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ସ୍ଥଗିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ଜାଣନ୍ତୁ କାରଣ

କଟକ(ଓଡ଼ିଶା ଭାସ୍କର): ଆସନ୍ତାକାଲି ହେବାକୁ ଥିବା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ସ୍ଥଗିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ପୁରସ୍କାର ପ୍ରଦାନ ଉତ୍ସବ ସ୍ଥଗିତ ପାଇଁ ନିଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଘୋଷଣା ହୋଇଥିବା ସମସ୍ତ ୨୭ ବିଭାଗର ପୁନଃ ମୂଲ୍ୟାୟନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପୁନଃ ମୂଲ୍ୟାୟନ କରି କୋର୍ଟ ଓ ପିଟିସନରଙ୍କୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଜାନୁଆରୀ ୭ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ନିଦ ଧାର୍ଯ୍ୟ ହୋଇଛି । ତେବେ ପୁରସ୍କାର ଚୟନକୁ ନେଇ ପିଟିସନ କରିଥିଲେ ବବି ଇସଲାମ ।

Get real time updates directly on you device, subscribe now.