fbpx

ରୋଷେଇ କରୁଥିବା ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ଜଣେ ଗୁରୁତର

କୋଣାର୍କ: ସକାଳୁ ସକାଳୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି । ଗ୍ୟାସ୍ ସିଲିଣ୍ଡର ଫାଟି ଜଣେ ଶ୍ରମିକ ଗୁରୁତର ହୋଇଥିବା ଜଣାପଡ଼ିଛି । ସେ ଭଡ଼ା ଘରେ ରୋଷେଇ କରୁଥିବା ବେଳେ ସିଲିଣ୍ଡର ଫାଟିଥିଲା । ପରେ ସ୍ଥାନୀୟ ଲୋକଙ୍କମ ସହାୟତାରେ ଗୁରୁତରଙ୍କୁ ଗୋପ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । ଗୁରୁତର ଶ୍ରମିକ ଜଣଙ୍କ ହେଉଛନ୍ତି ପଶ୍ଚିମବଙ୍ଗର । ଏହି ଘଟଣାପରେ ଉକ୍ତ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି ।

 

Get real time updates directly on you device, subscribe now.