fbpx

ପରଲୋକରେ ପୂର୍ବତନ ରାଜ୍ୟସଭା ସାଂସଦ ଏ.ଭି.ସ୍ୱାମୀ

ନୂଆପଡା,୩୧ ।୧୨(ଓଡିଶା ଭାସ୍କର): ପରଲୋକରେ ପୂର୍ବତନ ରାଜ୍ୟସଭା ସାଂସଦ ଏ.ଭି.ସ୍ୱାମୀ ବା ଅଳାଜଙ୍ଗି ବିଶ୍ୱନାଥ ସ୍ୱାମୀ । ନୂଆପଡା ଖରିଆର ରୋଡ୍ ସ୍ଥିତ ବାସଭବନରେ ତାଙ୍କ ଦେହାନ୍ତ ଘଟିଛି । ୯୧ ବର୍ଷ ବୟସରେ ଏ.ଭି.ସ୍ୱାମୀଙ୍କ ପରଲୋକ ହୋଇଛି ।

ତେବେ ୧୯୯୨ ମସିହାରେ ସାଂସଦ ଏ .ଭି .ସ୍ୱାମୀ ଓଡିଶାର ନବରଙ୍ଗପୁରରେ ଜନ୍ମଗ୍ରହଣ କରିଥିଲେ । ସେ ଜଣେ ସ୍ୱାଧୀନ ପାର୍ଥୀ ଭାବରେ ଭାରତର ସଂସଦର ଉପର ସଦନ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେ ଓଡିଶାରୁ ଏକମାତ୍ର ସ୍ୱାଧୀନ ପ୍ରାର୍ଥୀ ରହିଥିଲେ । ଶ୍ରୀ ସ୍ୱାମୀ ୪ ଅପ୍ରେଲ ୨୦୧୨ରୁ ୩ ଅପ୍ରେଲ ୨୦୧୮ ଯାଏଁ ରାଜ୍ୟ ସଭାର ସାଂସଦ ଭାବରେ କାର୍ଯ୍ୟ କରିଥିଲେ ।

Get real time updates directly on you device, subscribe now.