fbpx

୩ ଦିନିଆ ରିମାଣ୍ଡରେ ଅଭୟକାନ୍ତ ପାଠକ

ଭୁବନେଶ୍ୱର,୨ ।୧୨(ଓଡିଶା ଭାସ୍କର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଥିବା କୋଟିପତି ଆଇଏଫଏସ ଅଫିସର ଅଭୟକାନ୍ତ ପାଠକ ୩ ଦିନିଆ ରିମାଣ୍ଡରେ ଯିବେ । ରିମାଣ୍ଡ ନେଇ ଅନୁମତି ଦେଇଛନ୍ତି ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ । ତେବେ ଅଭୟଙ୍କୁ ରିମାଣ୍ଡରେ ନେବାକୁ ଏସଆଇଟି ଅନୁମତି ମଗାଯାଇଥିଲା । ଅଭୟଙ୍କୁ ରିମାଣ୍ଡରେ ନେଇ ଅଧିକ ପଚରାଉଚରା କରିବ ଏସଆଇଟି ।

Get real time updates directly on you device, subscribe now.