fbpx
BJD SKY
BJD SKY

Big Breaking: ଦୁଇ ବାଇକ ମୁହାଁମୁହିଁ ଧକ୍କାରେ ଚାଲିଗଲା ୨ ଜଣଙ୍କ ଜୀବନ

BJD

ଅନୁଗୁଳ: ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଖବର ସାମ୍ନାକୁ ଆସିଛି । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ବନ୍ତଳ ଥାନା କରତପଟା ନିକଟରେ ଏପରି ସାମ୍ନାସାମ୍ନି ଧକ୍କା ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ଦୁଇ ଜଣଙ୍କୁ ହସ୍ପିଟାଲ ନିଆଯାଇଥିଲା । ହେଲେ ସେଠାରେ ପହଁଚିବା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ଏମାନଙ୍କୁ ମୃତ ଘୋଷଣା କରିଛନ୍ତି ।

Get real time updates directly on you device, subscribe now.